www.samajalive.in
Friday, December 5, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭାରତର ୫୧ତମ ପ୍ରଧାନ ବିଚାରପତି ଭାବେ ନଭେମ୍ବର ୧୧ ସୋମବାର ଶପଥ ନେବେ ସୁପ୍ରିମକୋର୍ଟ ବିଚାରପତି ସଞ୍ଜୀବ ଖାନ୍ନା.. ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

୩ୟ ଦିନିକିଆରେ ଅଷ୍ଟ୍ରେଲିଆକୁ ହରାଇଲା ପାକିସ୍ତାନ.. ୨୨ ବର୍ଷ ପରେ ଅଷ୍ଟ୍ରେଲିଆ ମାଟିରେ ଦିନିକିଆ ସରିଜ ଜିତି ରଚିଲା ଇତିହାସ..

- Advertisement -

ଦୁଇ ଜଣଙ୍କୁ ଡମ୍ପର ଚଢ଼ାଇ ହତ୍ୟା ଅଭିଯୋଗ.. କେନ୍ଦୁଝର ଜିଲା ଘଷିପୁରା ଥାନା ନଦୁଆ ଗାଁ ନିକଟରେ ଘଟିଛି ହତ୍ୟାକାଣ୍ଡ.. ଅଭିଯୁକ୍ତକୁ ଅଟକ ରଖି ପୁଲିସର ତଦନ୍ତ ଜାରି..

ବାଂଲାଦେଶରେ ଗଣହତ୍ୟା ଅଭିଯୋଗ ଆଣିଲା ସେଖ ହସିନାଙ୍କ ଦଳ.. ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସ ଓ ତାଙ୍କ କ୍ୟାବିନେଟର ୬୧ ସଦସ୍ୟଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧୀ ଅଦାଲତ(ଆଇସିସି)ରେ ରୁଜୁ କଲା ମାମଲା..

ପିପିଲି ଚାନ୍ଦୁଆକୁ ନେଇ କେନ୍ଦ୍ର ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି.. ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ପିପିଲି ଚାନ୍ଦୁଆ.. ଦେଶର ସାତ ଆଞ୍ଚଳିକ ସାଂସ୍କୃତିକ କେନ୍ଦ୍ର ଚାନ୍ଦୁଆର ପ୍ରସାର ପାଇଁ କାମ କରିବେ.. କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ସୂଚନା..

ଶ୍ରୀମନ୍ଦିରରେ ଓମଫେଡ ନୁହେଁ ଦେଶୀ ଗାଈ ଘିଅ ବ୍ୟବହାର ପାଇଁ ଦାବି.. ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବରେ ସ୍ବାମୀ ପ୍ରଜ୍ଞାନାନନ୍ଦ ମହାରାଜାଙ୍କ ସମେତ ସାଧୁ ସନ୍ଥଙ୍କ ପରାମର୍ଶ..

କଟକ: କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା.. କଟକରେ ଡିସିପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍.. ଟିମରେ ଅଛନ୍ତି ବରିଷ୍ଠ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ସୁଲୋଚନା ଦାସ ଏବଂ ଲୋପାମୁଦ୍ରା ବକ୍ସିପାତ୍ର..

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories