www.samajalive.in
Sunday, December 14, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ନାବାଳିକା ଗଣଦୁଷ୍କର୍ମ ମାମଲାରେ ୪ ଗିରଫ.. ୪ ଅଭିଯୁକ୍ତଙ୍କ ଗିରଫ ନେଇ ସୂଚନା ଦେଲେ କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା..

ଆକ୍ସନ ମୋଡ୍‌ରେ ସିଏମସି.. ଏସସିବି ମେଡିକାଲକୁ ଲାଗି ରହିଥିବା କାଠଗୋଲା ଅଞ୍ଚଳରୁ ବେଆଇନ ଜବର ଦଖଲ ଉଚ୍ଛେଦ.. 

- Advertisement -

ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ.. ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସହିତ ନେବେ ଶପଥ..

ମାତ୍ର ୬ ଘଣ୍ଟାରେ ସାମରିକ ଆଇନ ପ୍ରତ୍ୟାହାର କଲେ ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍‌..

ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ନୌସେନା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. କାର୍ଯ୍ୟକ୍ରମରେ ଗଜପତି ମହାରାଜା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟମନ୍ତ୍ରୀ ମଣ୍ଡଳ,ସାଂସଦ, ବିଧାୟକ ଉପସ୍ଥିତ..

ପୁରୀରେ ପହଞ୍ଚି ଜଗା ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଉଦଘାଟନ କରି କହିଛନ୍ତି, ଆୟୁର୍ବେଦ ଏକ ପ୍ରାଚୀନ, ବିଶ୍ୱସ୍ତ ଏବଂ ପୂର୍ଣ୍ଣାଙ୍ଗ ଚିକିତ୍ସା ପାଇଁ ବିଜ୍ଞାନ..

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ କଡାକଡି ଟ୍ରାଫିକ କଟକଣା.. ପୁରୀକୁ ବିଭିନ୍ନ ରାସ୍ତାରୁ ଆସୁଥିବା ଯାନବାହନ ଲାଗି ଭିନ୍ନ ଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା, ଟ୍ରାଫିକ ନିୟମ ମାନିବାକୁ ପୁରୀ ଏସପିଙ୍କୁ ନିବେଦନ, ଆଜି ପାଇଁ ପୁରୀ ପୌରାଞ୍ଚଳରେ ଥିବା ସବୁ ସ୍କୁଲ ଛୁଟି..

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍.. ବିଜେପି କୋର୍ କମିଟି ବୈଠକ​‌ରେ ଫଡନାବିସଙ୍କ ନାଁରେ ମୋହର ବାଜିଥିବା ସୂଚନା.. ଗୁରୁବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ନେଇ ସୂଚନା..

ପୁରୀରେ ବିଭତ୍ସ ହତ୍ୟାକାଣ୍ଡ.. ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ..

ଭୂମିକମ୍ପରେ ଥରିଲା ମାଲକାନଗିରି.. ରିକ୍ଟର ସ୍କେଲରେ ତୀବ୍ରତା ୫.୩..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories