www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ନୂଆବର୍ଷ ପାଇଁ ପୁରୀରେ ପ୍ରବଳ ଗହଳି.. ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି.. ସିଂହଦ୍ଵାର ସମ୍ମୁଖରେ ଥିବା ବ୍ୟାରିକେଡ୍ ଭାଙ୍ଗିଲେ ଭକ୍ତ..

ଆସନ୍ତାକାଲି ରାଜ୍ୟରେ ପହଞ୍ଚିବ ଡବଲ ଡେକର ବସ୍.. ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ..

- Advertisement -

ନୂଆବର୍ଷରେ ବଡ ଅଘଟଣ.. ନିଆଳିରେ ଭୟାବହ ଅଗ୍ନିକାଣ୍ଡ.. ଜଳିଗଲା ୧୨ ବଖରା ଘର..

ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି.. ଆସନ୍ତାକାଲି ଭୁବନେଶ୍ଵରରେ ପହଞ୍ଚିବେ..

ଚଳିତ ବର୍ଷ ଫେବ୍ରୁଆରୀରୁ ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଥିବା ଆୟୁଷ୍ମାନ ଭାରତ ଯୋଜନାରେ ମହିଳାମାନଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା.. ଦେଶର ୩୦ ହଜାର ଡାକ୍ତରଖାନାରେ ଯୋଗାଇ ଦିଆଯିବ ଚିକିତ୍ସା ସୁବିଧା.. ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା..

ଆଜିଠୁ ବଢିବ ଶୀତ.. ଦୁଇ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ କମିବ ରାତି ତାପମାତ୍ରା.. କିଛି ସ୍ଥାନରେ ଦେଖିବାକୁ ମିଳିବ ହାଲୁକାରୁ ମଧ୍ୟମ ଧରଣର କୁହୁଡି..

 

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories