www.samajalive.in
Saturday, December 6, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୫ ଜଣଙ୍କ ମୃତ୍ୟୁ..

ଜଗତସିଂହପୁର: ୨୦୧୯ ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀ ଶେଖ୍‌ ମୁନୁକୁ ୨୦ ବର୍ଷ ଜେଲ୍‌..

- Advertisement -

ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷା ଫଳ.. ସୁଦେବ କୁମାର ପୃଷ୍ଟି ଟପ୍ପର..

କଲ୍ୟାଣସିଂହପୁର କଲଭର୍ଟ ଭୁଶୁଡିବା ଘଟଣା .. ମୁଖ୍ୟମନ୍ତ୍ରୀଙ୍କ ଶୋକ..

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା ..

ରାଜଧାନୀରେ ଧରାପଡିଲେ ଲୁଟେରା ଗ୍ୟାଙ୍ଗ.. ୩୫ ବାଇକ୍‌‌ ଜବତ..

ସିପିଆଇ ନେତା ତଥା ପୂର୍ବତନ ଛତ୍ରପୁର ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ କାରାଦଣ୍ଡ.. ୧୯୯୮ ମସିହା ପୁଲିସ ଆରଆଇ ହତ୍ୟା ମାମଲାରେ ରାୟ.. ନାରାୟଣଙ୍କ ସହ ମୋଟ୍‌ ୧୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ..

ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ମାମଲା.. ବର୍ଷାଙ୍କୁ ଚୂଡ଼ାନ୍ତ ଜେରା..

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories