www.samajalive.in
Monday, December 15, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ଟ୍ରାଫିକ୍ କଟକଣା ଜାରି.. ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କଟକଣା ଜାରି କଲା କମିଶନରେଟ ପୁଲିସ.. କୌଣସି ଯାନବାହାନ କଟକଣା ଜାରି ହୋଇଥିବା ରାସ୍ତାରେ ଯାତାୟାତ କରିପାରିବେ ନାହିଁ କିମ୍ବା କୌଣସି ଗଳି ରାସ୍ତାରୁ ମୁଖ୍ୟ ରାସ୍ତାକୁ ଆସିପାରିବେ ନାହିଁ..

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା.. ଫେବୃଆରୀ ୫ରେ ଦିଲ୍ଲୀରେ ଭୋଟ୍‌ ଗ୍ରହଣ, ୮ରେ ଫଳାଫଳ..

- Advertisement -

ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ.. ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଚିକିତ୍ସା ଆଧାରରେ ଅନ୍ତରୀଣ ଜାମିନ୍‌ ପ୍ରଦାନ କଲେ ସୁପ୍ରିମକୋର୍ଟ..

ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ.. ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଜାନୁଆରୀ ୧୨ ତାରିଖ ଯାଏ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ..

ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର.. କହିଲେ ବଡ ସୌଭାଗ୍ୟର ଦିନ.. ପ୍ରବାସୀ ଭାରତୀୟ ଦିବସ ପାଇଁ ଭଲ ପ୍ରସ୍ତୁତ କରିଛନ୍ତି ଓଡିଶା ସରକାର.. ଓଡିଶା ମାନଚିତ୍ରକୁ ସାରା ଦୁନିଆରେ ସ୍ଥାନିତ କରିବୁ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories