www.samajalive.in
Monday, December 15, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭୁବନେଶ୍ଵର ରସୁଲଗଡ଼ରେ ଯୁବକଙ୍କ ମୁଣ୍ଡ କାଟି ନିର୍ମମ ହତ୍ୟା ଘଟଣା.. ୩ ଜଣଙ୍କୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍‌.. ନୟାଗଡ଼ ଶରଣକୂଳରୁ ଜଣେ ମହିଳା ସମେତ ୩ ଗିରଫ.. ବ୍ରାଉନସୁଗର କାରବାରକୁ ନେଇ ହତ୍ୟା କରାଯାଇଥିବା ସୂଚନା..

ଆତ୍ମହତ୍ୟା କଲେ ଆଉ ଜଣେ ଚାଷୀ.. ଅଦିନିଆ ବର୍ଷାରେ ଫସଲ ନଷ୍ଟ ହେବା ପରେ ଜୀବନ ହାରିଲେ ଜଗତସିଂହପୁର ଜିଲା ବିଲସାହି ଗ୍ରାମର ଯୁବଚାଷୀ ଅଶୋକ ପରିଡ଼ା..

- Advertisement -

ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ.. ସାହାଯ୍ୟ କରିବା ବାହାନାରେ ଯୁବତୀଙ୍କୁ ଅସାଦାଚରଣ ଅଭିଯୋଗ.. ଅଭିଯୋଗ ପରେ ଗିରଫ ହେଲେ ଏଏସଆଇ..

ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇ ଚଢ଼ାଉ.. ବରସୁଆଁ ସେଲ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ ସରୋଜ ପଟ୍ଟନାୟକ ଓ ସୁନନ୍ଦ ପରିଡ଼ାଙ୍କ କ୍ୱାର୍ଟର୍ସରେ ଚଢ଼ାଉ..

ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ସବୁ ମାମଲାରେ ଦୋଷମୁକ୍ତ.. ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories