www.samajalive.in
Friday, December 12, 2025
27.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ.. ୩ ଦିନିଆ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମାରୋହର ଆସନ୍ତାକାଲି ସମାପନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି..

ରାଜଧାନୀରେ ପୁଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣା.. ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି.. ସୂଚନା ଦେଲେ ଡିସିପି ପିନାକ ମିଶ୍ର..

- Advertisement -

ଟିଟିଲାଗଡରେ ୩ଜଣ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା.. ୨ ଯନ୍ତ୍ରୀ ନିଲମ୍ବନ ସହ ଗିରଫ.. କଣ୍ଟାବାଞ୍ଜି ଇଲେକ୍ଟ୍ରିକାଲ ଏସଡିଓ ଜଗନ୍ନାଥ ପତି ଏବଂ ମୁରିବାହାଲ ବିଦ୍ୟୁତ ଯନ୍ତ୍ରୀ ଚିନ୍ମୟ ସାହୁ ନିଲମ୍ବିତ..

ଜାନୁଆରୀ ୩୧ ଇ-କେୱାଇସି ପାଇଁ ଶେଷ ତାରିଖ.. ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବ.. ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ରସୁଲଗଡ଼-ବାଣୀବିହାର ଓଭରବ୍ରିଜରେ ପୁଲିସ ମିତ୍ରଙ୍କ ମୁଣ୍ଡ କାଟି ହତ୍ୟା ମାମଲା.. ଅଭିଯୁକ୍ତଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ କଲା ପୁଲିସ.. ଗତକାଲି ନୟାଗଡ଼ ଶରଣକୂଳରୁ ଗିରଫ ହୋଇଥିଲେ ୩ ଅଭିଯୁକ୍ତ..

ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତ ଜଙ୍ଗଲରେ ଗୁଳିବିନିମୟ.. ଯବାନଙ୍କୁ ଗୁଳିରେ ୩ ମାଓବାଦୀ ନିପାତ..

ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ଵାଡ୍..

 

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories