www.samajalive.in
Thursday, December 11, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଲସ ଏଞ୍ଜେଲ୍‌ସ ନିଆଁ.. ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି.. ବିକ୍ରି ପୂର୍ବରୁ ଜଳିଗଲା ୩୦୦ କୋଟିର ବିଳାସପୂର୍ଣ୍ଣ ବଙ୍ଗଳା..

ମାମଲା ରୁଜୁ ପରେ ଥାନାରୁ ବାହାରିଲେ ପୁଅ ବିଶାଲ ଦାସ ଓ ତାଙ୍କ ସହଯୋଗୀ.. ଛତିଶଗଡ଼ର ଏକ ହୋଟେଲରେ ଭଙ୍ଗାରୁଜା ଅଭିଯୋଗରେ ସରେଇପାଲି ଥାନାରେ ରୁଜୁ ହୋଇଛି ମାମଲା..

- Advertisement -

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ.. କହିଲେ ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ..

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରଦର୍ଶନୀ ଷ୍ଟଲ.. ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ପ୍ରଦର୍ଶନୀ ଷ୍ଟଲ ଖୋଲା ରହିବ.. ଆସନ୍ତାକାଲି ସକାଳ ୧୦ଟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ଖୋଲା ରହିବ..

ଆୟକର ଚଢ଼ାଉ ବେଳେ ବିଜେପି ନେତାଙ୍କ ଘରୁ ବାହାରିଲେ ୩ କୁମ୍ଭୀର.. ବିପୁଳ ଟଙ୍କା ଓ ସୁନା ଜବତ.. ମଧ୍ୟପ୍ରଦେଶର ବିଜେପି ନେତା ହରବଂଶ ସିଂହ ରାଠୋରଙ୍କ ଘରେ ଚଢ଼ାଉ କରିଛି ଆୟକର ବିଭାଗ..

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories