www.samajalive.in
Friday, December 12, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା.. ଯାତ୍ରା କମିଟି ସଦସ୍ୟ ଓ କମିଶନରେଟ ପୁଲିସ ବୈଠକରେ ନିଷ୍ପତ୍ତି..

ମାଟ୍ରିକ୍ ପ୍ରଶ୍ନପତ୍ରରେ ରହିବ ବାରକୋଡ୍.. ଦଶମ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବୋର୍ଡର ପଦକ୍ଷେପ..

- Advertisement -

କଠୋର ହେଲା ବିସିସିଆଇ.. ବଦଳିଲା ନିୟମ.. ବିଦେଶ ଗସ୍ତ ସମୟରେ ଖେଳାଳିଙ୍କ ପରିବାରର ରହିବା ଉପରେ କଟକଣା ଜାରି.. ୪୫ ଦିନ କିମ୍ବା ତା’ଠାରୁ ଅଧିକ ସମୟର ଗସ୍ତ ସମୟରେ କ୍ରିକେଟରଙ୍କ ପତ୍ନୀ ଓ ପରିବାରକୁ ସର୍ବାଧିକ ୧୪ ଦିନ ସାଥିରେ ରହିବାକୁ ଅନୁମତି..

୧୬ ତାରିଖ ପର୍ଯ୍ୟନ୍ତ କୁହୁଡି ପାଇଁ ୩ ଜିଲାକୁ ୟେଲୋ ୱାର୍ଣ୍ଣିଂ.. କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି..

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୬ ଯବାନ ଆହତ.. ଜମ୍ମୁ-କାଶ୍ମୀର ରଜୌରୀ ଜିଲାର ନୌଶେରା ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣ.. ଯବାନଙ୍କ ପାଟ୍ରୋଲିଂ ସମୟରେ ଘଟିଛି ବିସ୍ଫୋରଣ..

ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି.. ବୁଧବାର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ.. ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଜଗା ଦଶର୍ନ..

 

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories