www.samajalive.in
Sunday, December 14, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ମଣିପୁର ପ୍ରସଙ୍ଗରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି କରିବ ବିରୋଧ..

ରାଜ୍ୟ ଫରେନସିକ୍ ସାଇନ୍ସ ସେବା ସଂଗଠନର ହେବ ଆଧୁନିକୀକରଣ.. ୧୫୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ..

- Advertisement -

‘ସମ୍ବଲପୁରୀ ଦିନ୍‌’ରେ ସମ୍ବଲପୁରୀ ବସ୍ତ୍ର ପରିଧାନ କରି ସଂସଦରେ ଯୋଗଦେଲେ ବିଜେପି ସାଂସଦ ଓ ମନ୍ତ୍ରୀ..

ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟା ଜଳ.. ପାନୀୟ ଜଳ ସହ ସୃଷ୍ଟି ହେଲା ଜଳସେଚନର ନୂଆ ସମ୍ଭାବନା..

ଆସନ୍ତା ୯ରେ ଶ୍ରୀଜୀଉଙ୍କ ବନକଲାଗି ନୀତି..

ଲୋକମାନ୍ୟ ବାଲ ଗଙ୍ଗାଧର ତିଲକ ଜାତୀୟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ରତ୍ନଭଣ୍ଡାର ପ୍ରସଙ୍ଗରେ ସତ୍ୟପାଠ ଦାଖଲ .. ଶ୍ରୀମନ୍ଦିର ପ୍ରଶାସନ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି..

ଟ୍ବିନ୍‌ ସିଟିକୁ ବର୍ଷା ଆଲର୍ଟ.. ଆଜି ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା..

ଗଭୀର ଅବପାତ ସୃଷ୍ଟି .. ପ୍ରବଳ ବର୍ଷିବ ..

୪ ଜିଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି .. ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି..

ରାଜଧାନୀରେ ୨୬ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା .. ଗତ ୨୪ ଘଣ୍ଟାରେ ୨୫୯.୨ ମିମି ବର୍ଷା ରେକର୍ଡ

ଆଜି ଠାରୁ ଶସ୍ତା ହେଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର..

ଆଜି ‘ସମ୍ବଲପୁରୀ ଦିନ’ ପାଳୁଛି ପଶ୍ଚିମ ଓଡ଼ିଶା ..

ଆଜି ଜିଲାର ସମସ୍ତ ସରକାରୀ କର୍ମଚାରୀ ପିନ୍ଧିଛନ୍ତି ସମ୍ବଲପୁରୀ ପୋଷାକ..

 

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories