www.samajalive.in
Monday, December 15, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବାରବାଟୀ ଲଢେଇ – ଭାରତକୁ ୩୦୫ ରନର ଟାର୍ଗେଟ ଦେଲା ଇଂଲଣ୍ଡ.. ପ୍ରଥମେ ବ୍ୟାଟିଂ କରି ୪୯ ଓଭର ଗୋଟିଏ ବଲରେ ସମସ୍ତ ଓ୍ବିକେଟ ହରାଇ ଇଂଲଣ୍ଡ କରିଛି ୩୦୪ ରନ..

ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି.. ଏହାପରେ ଆଉ ବଢ଼ିବନି ଅବଧି.. ୧୫ସୁଦ୍ଧା ଯେଉଁମାନେ ରାସନ କାର୍ଡର ଇକେୱାଇସି ନ କରିବେ, ସେମାନଙ୍କ ନାଁ କଟାଯିବ.. ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା..

- Advertisement -

ଦାଦନ ଖଟିବାକୁ ଯାଇ ତାମିଲନାଡୁରେ ବାପା ଓ ପୁଅଙ୍କ ମୃତ୍ୟୁ.. ମୃତକ ଦ୍ବୟ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମର.. ଧରମପୁରରେ କୁକୁଡ଼ା ଫାର୍ମରେ କାମ କରୁଥିଲେ ବାପପୁଅ..

ଛତିଶଗଡ଼ର ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା.. ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ସଫା.. ଆହୁରି ବଢିପାରେ ମୃତ୍ୟୁ ସଂଖ୍ୟା.. ଅପରପକ୍ଷେ ୨ ଯବାନ ଶହୀଦ ସୂଚନା..

ଫେବୃଆରୀ ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ.. ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ.. ଏହି ଆନ୍ଦୋଳନ ଅନିର୍ଦିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ..

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories