www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବନ୍ୟା ଅପଡେଟ.. ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଳସଂପଦ ବିଭାଗର ୮ଜଣ ଯନ୍ତ୍ରୀଙ୍କୁ ୨୪ ଘଣ୍ଟିଆ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଛି..

ବନ୍ୟା ଅପଡେଟ.. ୧୬ ଜିଲ୍ଲାରେ ୧୦୬ ଉଦ୍ଧାରକାରୀ ଦଳ ମୁତୟନ..

- Advertisement -

ଘୁଞ୍ଚିଲା ୟୁଜି ଓ ପିଜି ନାମଲେଖା.. ୟୁଜି ନାମଲେଖା ଓ ଆବେଦନକାରୀଙ୍କ ରିପୋର୍ଟିଂ(ଦ୍ବିତୀୟ ପର୍ଯ୍ୟାୟ ମନୋନୟନ) ଏବଂ ପିଜି(ପ୍ରଥମ ପର୍ଯ୍ୟାୟ ମନୋନୟନ)କୁ ଆସନ୍ତା ୫ ଅଗଷ୍ଟ ୨୦୨୩(ଶନିବାର)କୁ ଘୁଞ୍ଚାଇ ଦିଆଯାଇଛି..

ମହାନଦୀରେ ମଧ୍ୟମ ଧରଣର ବନ୍ୟା.. ମୁଣ୍ଡଳି ଦେଇ ପ୍ରତି ସେକେଣ୍ଡରେ ପ୍ରବାହିତ ହେଉଛି ୯ ଲକ୍ଷ ୧୦ ହଜାର କ୍ୟୁସେକ୍ ଜଳ

ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା.. ୧୨ ଜିଲ୍ଲାର ୪୮୧ ଗାଁ ପ୍ରଭାବିତ..

ଖୋଲିଲା ମାର୍କେଟ ବିଲ୍ଡିଂ,ଶୋ ରୁମ୍‌‌ ବନ୍ଦ..

ପୁରୀ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌‌..

ରୋଗୀଙ୍କ ପାଇଁ ବଡ ଘୋଷଣା.. ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ..

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ.. ନୀଳାଦ୍ରି ଭକ୍ତ ନିବାସରେ ଦିନ ୧୧ଟାରେ ବୈଠକ ବସିବ.. ରଥଯାତ୍ରା ବିଶୃଙ୍ଖଳା,ବନକଲାଗି ନୀତି ନେଇ ଆଲୋଚନା ହେବ..

ଦୁର୍ବଳ ନଦୀବନ୍ଧଗୁଡ଼ିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦେଶ..

ବର୍ଷା ଓ ବନ୍ୟା ପ୍ରଭାବ .. ଆଜି ୯ ଜିଲାରେ ସ୍କୁଲ, କଲେଜ ଛୁଟି .. ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା..

କାଲି ଓଡ଼ିଶା ଆସିବେ ଅମିତ ଶାହା..

ଏସ୍‌ଆର୍‌ସିଙ୍କ ନିର୍ଦେଶ.. ବନ୍ୟା ସ୍ଥିତି ଉପରେ ନଜର ରଖିବେ ୮ ବରିଷ୍ଠ ଯନ୍ତ୍ରୀ..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories