www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜସ୍ଥାନରେ ୧୯ଟି ନୂଆ ଜିଲା ପ୍ରତିଷ୍ଠା କଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ..

ନୂଆଦିଲ୍ଲୀ: ବିରୋଧୀଙ୍କ ପ୍ରବଳ ବିରୋଧ ସତ୍ତ୍ବେ ଲୋକସଭାରେ ଡିଜିଟାଲ ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ-୨୦୨୩ ଗୃହିତ..

- Advertisement -

ବିହାରରେ ଜାତି ଗଣନା ପ୍ରସଙ୍ଗ.. ହାଇକୋର୍ଟଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ..

ମଣିପୁର ହିଂସା ମାମଲା.. ପ୍ରଭାବିତ ପ୍ରତ୍ୟେକ ଜିଲାରେ ଗଠନ ହେବ ୬ ଏସ୍‌ଆଇଟି..

ବଢିଲା ମଧୁବାବୁ ପେନସନ୍ ଯୋଜନା ପରିସର.. ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ ସାମିଲ..

ରତ୍ନଭଣ୍ଡାରର ମରାମତି ଆବଶ୍ୟକ- ଏଏସ୍‌ଆଇ ଅଧୀକ୍ଷକ..

ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ଅବଧି ବୃଦ୍ଧି..

ଆସନ୍ତାକାଲି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ୍‌ ଶୁଭାଶିଷ ତଲାପତ୍ର..

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ .. ମୋଟ ପରୀକ୍ଷା ଦେଇଥିବା ୧୩୧୦ ଜଣଙ୍କ ମଧ୍ୟରୁ ୪୩୩ ଜଣ କୃତକାର୍ଯ୍ୟ..

ଲୋକସଭା ସାଂସଦ ପଦ ଫେରିପାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ..

ଆହୁରି ୫ ଦିନ ଛେଚିବ ..

ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହ ପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭଞ୍ଜନଗର : ବିଦ୍ୟୁତ ବିଲ୍ ଅଧିକ ଆସିବାରୁ ବିଦ୍ୟୁତ କର୍ମଚାରୀଙ୍କୁ ହତ୍ୟା..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories