www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରସିଦ୍ଧ କାର୍ଟୁନିଷ୍ଟ ଅଜିତ ନିନାନଙ୍କ ପରଲୋକ..

ଗାଧୋଉଥିବା ବେଳେ ସ୍ତ୍ରୀଙ୍କ ଆଖି ଆଗରେ ଭାସିଗଲେ ସ୍ୱାମୀ.. ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେଙ୍ଗାଳୀ ଭଏରପୁର ଶାଖା କେନାଲରେ ଘଟିଛି ଏଭଳି ଘଟଣା..

- Advertisement -

ଟଙ୍କା ଫେରାଇଲେନି.. ଅନୁଭବଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ଜମିକୁ କବ୍‌ଜାକୁ ନେଲା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ..

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଜିଆରଏସ.. ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ନୂଆପଡ଼ା ଜିଲ୍ଲା ସୁନାରିସିକୁଅଁ ପଞ୍ଚାୟତ ଗ୍ରାମ ରୋଜଗାର ସେବକ ପ୍ରାଣବନ୍ଧୁ ଦଣ୍ଡସେନା..

ଉପ ନିର୍ବାଚନ.. ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟ ଖାତା ଖୋଲିଥିବା ବେଳେ ତ୍ରିପୁରାରେ ବିଜେପି ବିଜୟୀ..

ମୋଦୀ ସରକାରଙ୍କୁ ପ୍ରଶଂସା କଲେ ମନମୋହନ ସିଂ.. କହିଲେ ଭାରତ ଠିକ୍‌ କରିଛି..

ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର କୁମାର ବଢ଼େଇଙ୍କ ପରଲୋକ..

ଜି-୨୦ ଶିଖର ସମ୍ମିଳନୀ.. ଦିଲ୍ଲୀରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ..

କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ..

ଆସୁଛନ୍ତି ବାଇଡେନ୍‌‌.. ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ଆସୁଛନ୍ତି ବାଇଡେନ୍‌‌.. ୱାଶିଂଟନ୍‌‌ରୁ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଅଭିମୁଖେ ବାହାରି ସାରିଛନ୍ତି..

ଆସନ୍ତାକାଲି ଅଷ୍ଟାଦଶ ଜି୨୦ ଶିଖର ସମ୍ମିଳନୀ.. ନୂଆଦିଲ୍ଲୀ ପ୍ରସ୍ତୁତ..

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories