ଯଯାତି କେଶରୀଙ୍କ ନାଁରେ ନାମିତ ହେବ ଯାଜପୁର ମେଡିକାଲ କଲେଜ.. ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..
ସ୍ପେନ୍ଠାରୁ ସି-୨୯୫ ଏମଡବ୍ଲ୍ୟୁ ପରିବହନ ବିମାନ ଗ୍ରହଣ କଲା ଭାରତ..
ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ରଞ୍ଜନ ପଲେଇ.. ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ତଥା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ରଞ୍ଜନ ପଲେଇ..
ଖୋଲିଲା ହୀରାକୁଦର ୨ଟି ଗେଟ୍.. ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ବରେ ଗୋଟିଏ ଲେଖାଏଁ ଖୋଲିଲା..
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା.. ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା.. କାଲି ସକାଳ ଯାଏଁ ୫ ଜିଲାକୁ ରେଡ୍, ୮କୁ ଅରେଞ୍ଜ ଓ ୧୨କୁ ୟେଲୋ ୱାର୍ଣ୍ଣିଂ ଜାରି..
ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଡକାଗଲା ସର୍ବଦଳୀୟ ବୈଠକ..
ଏସିଆନ୍ ଗେମ୍ସ ପାଇଁ ଯୋଗ୍ୟ ୧୩ ଓଡ଼ିଆ ଆଥଲେଟଙ୍କୁ ସହାୟତା.. ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..



