www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପାଇଁ ଜୋ ବାଇଡେନଙ୍କୁ ନିମନ୍ତ୍ରଣ.. ଗଣତନ୍ତ୍ର ଦିବସରେ ଅତିଥି ହେବାକୁ ଜୋ ବାଇଡେନଙ୍କୁ ନିମନ୍ତ୍ରଣ.. ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ନିମନ୍ତ୍ରଣ ନେଇ ସୂଚନା ଦେଲେ ଆମେରିକା ରାଷ୍ଟ୍ରଦୂତ ଏରିକ ଗାର୍ସେଟି..

ବଳପୂର୍ବକ ଚାନ୍ଦା ଆଦାୟ ଅଭିଯୋଗରେ ୨ ଗିରଫ.. ୨ ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ଖଣ୍ଡଗିରି ଥାନା ପୁଲିସ.. ଏମ୍ସ ହସ୍ପିଟାଲ ନିକଟ ଅଞ୍ଚଳରୁ ଗିରଫ କଲା ପୁଲିସ..

- Advertisement -

ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମଓରୁ ଡାକରା.. ଆସନ୍ତା ୨୩ ତାରିଖ ସନ୍ଧ୍ୟା ୫ଟାରେ ଆଲୋଚନା ପାଇଁ ଡକରା..

୨୬ରେ ପ୍ରଶାନ୍ତ ମହାସାଗରୀୟ ସେନା ମୁଖ୍ୟ ସମ୍ମିଳନୀ..

୨୬ରେ ରାଜଧାନୀରେ ହେବ ପ୍ରାଥମିକ ଶିକ୍ଷକଙ୍କ ମହାସମାବେଶ..

୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷିବ.. ୧୨ ଜିଲ୍ଲାକୁ ଅରେଞ୍ଜ.. ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ..

ଘନଉଛି ଭାରତ-କାନାଡା ବିବାଦ.. ସତର୍କ ରହିବାକୁ ନିଜ ନାଗରିକଙ୍କୁ ପରାମର୍ଶ ଦେଲା ଭାରତ..

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଂଚାୟତର ମୂଷାଡ ଗ୍ରାମରେ ଗଣେଶପୂଜା ବାସୀ ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ.. ୩୦ ଗୁରୁତର ବୌଦ୍ଧ ମେଡିକାଲ ସ୍ଥାନ୍ତାନ୍ତର.. ସ୍ଥିତି ଅନୁଧ୍ୟାନ କଲେ ବୌଦ୍ଧ ଏଡିଏମଓ..

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ.. ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ..

ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ହେଉଛି ଭାରତୀୟ ମହିଳାଙ୍କ ପ୍ରତି ଅନ୍ୟାୟ – ସୋନିଆ ଗାନ୍ଧୀ.. ଲୋକସଭା ମହିଳା ସଂରକ୍ଷଣ ବିଲକୁ କଂଗ୍ରେସର ସମର୍ଥନ..

ସୁନ୍ଦରଗଡ଼ରେ ଆଉ ୭ ଜଣ ସ୍କ୍ରବ୍‌ ଟାଇଫସ୍‌ ପଜିଟିଭ ଚିହ୍ନଟ..

 

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories