www.samajalive.in
Monday, December 8, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜୁନାଗଡ଼ ୩ଜଣଙ୍କୁ ହତ୍ୟା ଘଟଣାରେ ପର୍ଦ୍ଦାଫାଶ କଲା ପୁଲିସ.. ଗୁଣି ସନ୍ଦେହରେ ୩ଜଣଙ୍କୁ ହତ୍ୟା କରାଯାଇଛି.. ମୃତ ମହିଳାଙ୍କ ପୁତୁରା ହିଁ ହତ୍ୟାକାରୀ ବୋଲି କହିଲେ ଡିଏସପି.. ଅଭିଯୁକ୍ତ ପୁତୁରା ଗିରଫ, ହତ୍ୟାରେ ବ୍ୟବହୃତ ଛୁରି ମଧ୍ୟ ଜବତ..

କ୍ରିକେଟ ମହାସମର ବିଶ୍ୱକପ କ୍ରିକେଟ୍‌‌.. ଅହମ୍ମଦାବାଦରେ ଉଦଘାଟନୀ ମୁକାବିଲା.. ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ..

- Advertisement -

ସିକ୍କିମ ବନ୍ୟାରେ ନିଖୋଜ ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶହୀଦ ଖବରରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. କହିଲେ, ଦେଶ ସେବାରେ ସରୋଜଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ..

ସାହିତ୍ୟ କ୍ଷେତ୍ରରେ ଚଳିତ ବର୍ଷ ନୋବେଲ ପୁରସ୍କାର ପାଇବେ ନରୱେର ଲେଖକ ତଥା ନାଟ୍ୟକାର ଜନ୍ ଫୋସେ..

ସିକ୍କିମ୍‌‌ ପ୍ରଳୟଙ୍କାରୀ ବନ୍ୟାରେ ଓଡ଼ିଆ ଯବାନ ସରୋଜ କୁମାର ଦାସ ସହିଦ୍‌‌..

ଏସୀୟ କ୍ରୀଡା.. ତୀରନ୍ଦାଜରେ ଭାରତକୁ ମିଳିଲା ଆଉ ଏକ ସ୍ୱର୍ଣ୍ଣ.. ପୁରୁଷ ଟିମ୍‌‌ ଇଭେଣ୍ଟରେ କୋରିଆକୁ ହରାଇ ସ୍ୱର୍ଣ୍ଣ ହାସଲ..

ବିପିୟୁଟି ଟେକ୍ନୋଲୋଜି କାର୍ଣ୍ଣିଭାଲ..ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଏନଡିଏରୁ ଓହରିଲେ ଅଭିନେତା ତଥା ରାଜନେତା ପୱନ କଲ୍ୟାଣ.. ଜନସେନା ପାର୍ଟି ମୁଖ୍ୟ ପୱନ କଲ୍ୟାଣଙ୍କ ଘୋଷଣା..

ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ.. ସୋମାଲିକା ବଦଳରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ଆବେଦନ.. କଟକ ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ କଲେ ଆବେଦନ..

 

 

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories