www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଦିଲ୍ଲୀର ବିଜ୍ଞାନ ଭବନରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ.. ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ୱାହିଦା ରେହମାନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର.. ପ୍ରତୀକ୍ଷା ଶ୍ରେଷ୍ଠ ଓଡ଼ିଆ ଫିଲ୍ମ, ପୁରସ୍କାର ଗ୍ରହଣ କଲେ ନିର୍ଦେଶକ ତଥା ପ୍ରଯୋଜକ ଅନୁପମ ପଟ୍ଟନାୟକ..

ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ, ୯ ମୃତ..

- Advertisement -

ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ରାଘବ ଚଢାଙ୍କୁ ଆଶ୍ବସ୍ତି ପ୍ରଦାନ କଲେ ଦିଲ୍ଲୀ ହାଇକୋର୍ଟ.. ବର୍ତ୍ତମାନ ଟାଇପ୍-୭ ସରକାରୀ ବଙ୍ଗଳା ଖାଲି କରିବାକୁ ପଡିବ ନାହିଁ..

୨୦୪୦ ସୁଦ୍ଧା ଚନ୍ଦ୍ରକୁ ପ୍ରଥମ ଭାରତୀୟ ପଠାଇବାକୁ ଲକ୍ଷ୍ୟ.. ଗଗନଯାନ ମିଶନ ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ..

ଜଗତସିଂହପୁର ୨୨ ମୌଜା ବରେଡ଼ିଆରେ ଅଘଟଣ.. ନଦୀକୂଳ ଦଶ ତୁଠରେ ଚାଲିଗଲା ଜୀବନ.. ଦେବୀନଦୀରେ ଭାସିଗଲେ ୭ ଜଣ.. ୨ ମୃତ, ୫ ଉଦ୍ଧାର, ଜଣେ ଗୁରୁତର..

ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଟ୍ରାଇଡେଣ୍ଟ ଗ୍ରୁପର ବିଭିନ୍ନ ଠିକଣାରେ ଆୟକର ଚଢାଉ..

ଖୋର୍ଦ୍ଧା : ତେଲ ଟ୍ୟାଙ୍କର ଧକ୍କାରେ ଚାଲିଗଲା ପୁଅର ଜୀବନ, ମାଆ ଗୁରୁତର..

ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କଲେ ସୁପ୍ରିମକୋର୍ଟ.. ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଗୁରୁତ୍ୱପୂର୍ଣ୍ଣ ରାୟ..

ଆସନ୍ତାକାଲି ଯୁଦ୍ଧ ପ୍ରଭାବିତ ଇସ୍ରାଏଲ୍‌‌ ଗସ୍ତ କରିବେ ଆମେରିକା ରାଷ୍ଟ୍ରପତି ବାଇଡେନ୍‌‌.. ସୂଚନା ଦେଲେ ବୈଦେଶିକ ସଚିବ..

ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲା.. ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍‌‌..

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ.. ଏ ବର୍ଷ ଦୁର୍ଗାପୂଜାକୁ ଲଘୁଚାପ ଭସାଇବା ନେଇ ଆଶଙ୍କା..

ଅକ୍ଟୋବର ୨୯ରୁ ଭୁବନେଶ୍ୱର-ଗୌହାଟି ବିମାନ ସେବା.. ଭୁବନେଶ୍ୱରରୁ ଦୈନିକ ଗୌହାଟି ଚଳାଚଳ କରିବ ବିମାନ..

ଆନନ୍ଦପୁର: ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ମୃତ..

 

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories