www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟପାଳ ଡ. ଗଣେଶୀ ଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ଆସନ୍ତାକାଲି ଓଡ଼ିଶାରୁ ବିଦାୟ ନେବେ ପ୍ରଫେସର ଗଣେଶୀ ଲାଲ..

୨୯ରେ ଓଡ଼ିଶା ଆସିବେ ରଘୁବର ଦାସ.. ୩୧ରେ ରାଜ୍ୟପାଳ ଭାବେ ନେବେ ଶପଥ..

- Advertisement -

କତାରରେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ.. ଆଇନଗତ ବିକଳ୍ପ ସନ୍ଧାନ କରୁଛି ଭାରତ..

ଆମ ଓଡ଼ିଶା, ନବୀନ ଓଡ଼ିଶା.. ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ..

ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କୁ ସଂସଦର ଏଥିକ୍ସ କମିଟି ପକ୍ଷରୁ ସମନ.. ଅକ୍ଟୋବର ୩୧ରେ ହାଜର ନିର୍ଦ୍ଦେଶ..

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ .. ଦାରୁବ୍ରହ୍ମଙ୍କ ରାଧା ଦାମୋଦର ବେଶ ଏବଂ ବାଳଧୂପ ଆରମ୍ଭ..

ଆଜି ମଧ୍ୟ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ..

ନଭେମ୍ବର ୨୬ରେ ଓଡ଼ିଶା ପୁଲିସ ଏସଆଇ ପରୀକ୍ଷା..

ବସ୍‌‌ ମାଲିକ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା .. ଧର୍ମଘଟ ସ୍ଥଗିତ, ପ୍ରତ୍ୟାହୃତ ନୁହଁ- ସଂଘ..

କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି.. ନୂଆ ଜିଲ୍ଲାପାଳ ହେଲେ ନରହରି ସେଠୀ..

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories