www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଲଗାତର ଟ୍ରେନ୍ ଦୁର୍ଘଟଣା ପାଇଁ ନୈତିକ ଦାୟିତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ..

ବିଶ୍ବକପ୍ : ଆଫଗାନିସ୍ତାନ ଆଗରେ ୨୪୨ ରନର ବିଜୟ ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା..

- Advertisement -

କାତାରରେ ମୃତ୍ୟୁଦଣ୍ଡ ପାଇଥିବା ୮ ଭାରତୀୟଙ୍କ ପରିବାରକୁ ଭେଟିଲେ ଜୟଶଙ୍କର.. କହିଲେ- ମୁକ୍ତି ପାଇଁ ପ୍ରୟାସ କରୁଛନ୍ତି କେନ୍ଦ୍ର ସରକାର..

ମହାରାଷ୍ଟ୍ର ମରାଠା ସଂରକ୍ଷଣ ନିଆଁରେ ଜଳିଲା ଏନସିପି ବିଧାୟକଙ୍କ ଘର.. ଏନସିପି ବିଧାୟକ ପ୍ରକାଶ ସୋଲଙ୍କେଙ୍କ ଘରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ..

ନାବାଳିକା ଦୁଷ୍କର୍ମ ମାମଲାରେ ଫେରାର ବାୟୁସେନା ଅଧିକାରୀଙ୍କ ଆତ୍ମସମର୍ପଣ.. ଭୁବନେଶ୍ୱର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ କୋରିମିଲି ଭେଙ୍କଟ ଶ୍ରୀନିବାସ..

ଆନ୍ଧ୍ରପ୍ରଦେଶ ଟ୍ରେନ୍‌ ଦୁର୍ଘଟଣା.. ଦୁର୍ଘଟଣାଗ୍ରସ୍ତ ଟ୍ରାକ ମରାମତି ସରିବା ପରେ ଗଡ଼ିଲା ଟ୍ରେନ୍‌..ମରାମତି ପରେ ଅପରାହ୍ଣ ୨.୩୬ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ..

ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମ ଝଟକା.. ସିସୋଦିଆଙ୍କ ଜାମିନ୍‌‌ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ.. ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜାମିନ୍‌‌ ଆବେଦନ ଖାରଜ..

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ ରେଳ ଦୁର୍ଘଟଣା.. ମୃତ୍ୟୁ ସଂଖ୍ୟା ୧୩..

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର.. ବିିଭିନ୍ନ ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ..

ରାଜଭବନରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ..

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩.. ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ.. ରାଉରକେଲା ଓ ବାଲେଶ୍ୱର ଭିଜିଲାନ୍ସ ଅଫିସ୍‌‌ ଲୋକାର୍ପଣ କଲେ.. ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି..

 

 

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories