www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଶ୍ବକପ୍‌: ନେଦରଲାଣ୍ଡ୍‌ସକୁ ୩୪୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ..

ଆଇସିସି ଦିନିକିଆ ମାନ୍ୟତା.. ନମ୍ବର ଓ୍ବାନ୍ ବ୍ୟାଟ୍ସମ୍ୟାନ ବନିଲେ ଶୁଭମନ ଗିଲ୍.. ମହମ୍ମଦ ସିରାଜ ନମ୍ବର ଓ୍ବାନ୍ ବୋଲର୍..

- Advertisement -

ପ୍ରଶ୍ନ ପାଇଁ ଅର୍ଥ ମାମଲାରେ ନୂଆ ମୋଡ଼.. ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକପାଳ..

ରାଜ୍ୟର ଆଉ ତିନି ଜିଲ୍ଲାରେ ଆରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା.. ସୁନ୍ଦରଗଡ଼, ଢେଙ୍କାନାଳ ଓ ବୌଦ୍ଧ ଜିଲାରେ ଯୋଜନାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଡିସେମ୍ବର ୧ରୁ ସାରା ରାଜ୍ୟରେ ବସ୍‌‌ ଧର୍ମଘଟ.. ଘରୋଇ ମାଲିକ ସଂଘର ନିଷ୍ପତ୍ତି..

ଆଜି ବନକଲାଗି ନୀତି.. ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

ଜଗମୋହନ ମରାମତି ମାମଲା.. ଏଏସଆଇର ସତ୍ୟପାଠ ଅଗ୍ରାହ୍ୟ କଲେ ହାଇକୋର୍ଟ..

ଓଲିଉଡ଼ ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ..

ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ.. ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଦେଲେ ଇସ୍ତଫା ପତ୍ର..

ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀ..

ଦିଲ୍ଲୀରେ ପ୍ରଦୂଷଣ ଅପରିବର୍ତ୍ତିତ.. ଏୟାର କ୍ୱାଲିଟି ଇଣ୍ଡେକ୍ସ ୪୦୦ ଉପରେ.. ପ୍ରଦୂଷଣ ରୋକିବାକୁ ଅଡ୍‌‌-ଇଭିନ୍‌‌ ଫର୍ମୁଲା ଲାଗୁ ପାଇଁ ଘୋଷଣା..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories