୫୮ଟି ଲୋକସଭା ଆସନରେ ମତଦାନ ଶେଷ, ମତଦାନ ହାର ୬୧.୭୬%

ଡେସ୍କ: ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗତକାଲି ୬୧.୭୬% ମତଦାନ ହୋଇଛି। ୬ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ନିର୍ବାଚନ ମଣ୍ଡଳୀରେ ଶାନ୍ତିଶୃଙ୍ଖଳାର ସହ ମତଦାନ ହୋଇଥିଲା। ଉତ୍ତରପ୍ରଦେଶର ୧୪ଟି, ହରିୟାଣାର ସମସ୍ତ ୧୦ଟି, ବିହାର ଓ ପଶ୍ଚିମବଙ୍ଗର ୮ଟି ଲେଖାଏଁ ଆସନ, ଦିଲ୍ଲୀର ସମସ୍ତ ୭ଟି, ଓଡ଼ିଶାର ୬ଟି, ଝାଡ଼ଖଣ୍ଡର ୪ଟି ଏବଂ ଜମ୍ମୁ-କଶ୍ମୀରର ଗୋଟିଏ ଆସନରେ ମତଦାନ ହୋଇଛି। କାମ୍ବୋଡ଼ିଆକୁ ବାଘ ଦେବ ଭାରତ ଜମ୍ମୁ-କଶ୍ମୀରର ଅନନ୍ତନାଗ-ରାଜୌରୀ ଲୋକସଭା ଆସନରେ ୫୪%ରୁ … Continue reading ୫୮ଟି ଲୋକସଭା ଆସନରେ ମତଦାନ ଶେଷ, ମତଦାନ ହାର ୬୧.୭୬%