www.samajalive.in
Monday, December 8, 2025
14.1 C
Bhubaneswar

ମହାନଦୀରେ ହେବ ୭ ବ୍ୟାରେଜ୍‌‌

ଭୁବନେଶ୍ୱର: ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ। ପାନୀୟ ଜଳ ସମ୍ପର୍କିତ ପ୍ରଶ୍ନରେ ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବିଧାନସଭାରେ ଉତ୍ତର ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ନାଏକ କହିଛନ୍ତି ଯେ ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛୁ। ପାଣି ଆସିବା ନେଇ ଛତିଶଗଡ଼଼ ସହ ଆଲୋଚନା ହୋଇଛି। ଛତିଶଗଡ଼଼ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଉଭୟ ରାଜ୍ୟର କମିଶନର ମଧ୍ୟ ଆଲୋଚନା କରିଛନ୍ତି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories