www.samajalive.in
Saturday, December 6, 2025
14.1 C
Bhubaneswar

୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ଗୋରୁ ମୃତ

ସୋର: ବାଲେଶ୍ବର ଜିଲ୍ଲା ଖଇରା ଥାନା ବର୍ତ୍ତନା ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ ଗୋରୁଙ୍କର ମୃତ୍ୟୁ ହୋଇଥିବା  ସୂଚନା ମିଳିଛି।  ବିଲ ଭିତରେ ଇଲେଭେନ୍ କେଭି ବିଦ୍ୟୁତ୍ ତାର ଝୁଲି ରହିଥିଲା। ଗୃହପାଳିତ ପଶୁ ଯିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଘଟଣାସ୍ଥଳରେ ସମସ୍ତଙ୍କର ମୃତ୍ୟୁ ଘଟିଥିଲା। ଗୋରୁଙ୍କ ମୃତ୍ୟୁ ପରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଏପରି ଅଘଟଣ ଘଟିଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories