www.samajalive.in
Wednesday, December 10, 2025
23.1 C
Bhubaneswar

ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଖାଲ​‌େ​‌ର ବସ ଖସି ୮ ମୃତ, ୨୭ ଆହତ

ଉତ୍ତରାଖଣ୍ଡ: ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଖାଲକୁ ବସ ଖସିପଡ଼ି ୮ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୭ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ୨୭ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ଏବଂ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଏବେ ସୁଦ୍ଧା ଜଣେ ଯାତ୍ରୀ ଫସି ରହିଛନ୍ତି। ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନି ନିକଟରେ ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସରେ ମୋଟ ୩୫ଜଣ ଗୁଜରାଟି ପର୍ଯ୍ୟଟକ ବସି ଯାତ୍ରା କରୁଥିବା ସୂଚନା ମିଳିଛି।

Hot this week

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

Related Articles

Popular Categories