ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ମୃତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଜବତ

ମାଲକାନଗିରି: ଆଜି ଛତିଶଗଡ଼ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ ଅନ୍ତର୍ଗତ ବିଜାପୁର ଜିଲା ନାରାୟଣପୁର ସୀମାରେ ସୁରକ୍ଷାକର୍ମୀ ତଥା ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୭ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୁରକ୍ଷାକର୍ମୀ ଓ ମାଓବାଦୀମାନଙ୍କ ମଧ୍ୟରେଚ ଚାଲିଥିବା ଗୁଳି ବିନିମୟରେ ଅଧିକ ମୃତାହତ ଆଶଙ୍କା କରାଯାଉଛି। ସୁରକ୍ଷାକର୍ମୀଙ୍କ ତଲାସୀ ଅଭିଯାନ ଜାରି ରହିଥିବା ସୂଚନା ମିଳିଛି। Related Posts କେଜରିୱାଲ ସିବିଆଇ ଦ୍ବାରା ଗିରଫ … Continue reading ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ମୃତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଜବତ