www.samajalive.in
Saturday, December 13, 2025
14.1 C
Bhubaneswar

କରୋନାରେ ରାଜ୍ୟରେ ଆଉ ୭ ମୃତ; ବାଲେଶ୍ୱରରେ ୬ ବର୍ଷର ଶିଶୁକନ୍ୟା ଜୀବନ ଗଲା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଦୈନିକ କରୋନା ଜନିତ ମୃତ୍ୟୁ ଏକ ଅଙ୍କକୁ ହ୍ରାସ ପାଇଥିଲେ ମଧ୍ୟ ବାଲେଶ୍ୱରରେ ଜଣେ ୬ ବର୍ଷର ଶିଶୁକନ୍ୟା କରୋନାରେ ପ୍ରାଣ ହରାଇବା ଘଟଣା ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୨ ଜଣ ରହିଛନ୍ତି। ଏଥିସହିତ ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୩୫ରେ ପହଞ୍ଚିଛି।

Hot this week

ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ବହୁ ପଦ ଖାଲି

କାମଚଳା ଅଧିକାରୀଙ୍କ ଦାୟିତ୍ୱରେ ଜିଲା ଓ ମୁଖ୍ୟାଳୟ କଟକ : ସୂଚନା ଓ...

ସାଇବର ଥାନାରେ ଖୋଲିବ ଫୋରେନ୍‌ସିକ ୟୁନିଟ୍‌

ଭୁବନେଶ୍ବର : ସାଇବର ଅପରାଧୀଙ୍କ ପଞ୍ଝାରେ ଓଡ଼ିଶା। ସାଇବର ଠକେଇ କମୁନି,...

ସନ୍ତୋଷଙ୍କ ବିରୋଧରେ ବିଜେଡ଼ିର କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର : ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ଆଜି ଆୟୁଷ୍ମାନ ଯୋଗ: ଶୁଭ ମୁହୂର୍ତ୍ତରେ କରନ୍ତୁ ଏହି କାର୍ଯ୍ୟ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଆଜି ଡିସେମ୍ବର ୧୩,...

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ...

Related Articles

Popular Categories