www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୭ଟା ମୁଖ୍ୟ ଖବର

-ଟୋକିଓ ଅଲିମ୍ପିକରେ କିଟ୍‍ରୁ ୩ ଖେଳାଳି

-କଟକ ଭୁବନେଶ୍ୱରରେ ପ୍ରବଳ ବର୍ଷା

-ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି

-ପରୀକ୍ଷାଫଳ ଅପେକ୍ଷାରେ ସିବିଏସଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

-ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ଡାକ୍ତରଖାନାରେ ଭର୍ତ୍ତି, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଯୋଗୀ ଆଦିତ୍ୟନାଥ

-କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେଲେ ବିଷ୍ଣୁ ସେଠୀ

- Advertisement -

-ଆଜି ମହାପ୍ରଭୁଙ୍କ ଚକାବିଜେ ନୀତି

-୩୪ କୋଟି ଟପିଲା ଟିକାକରଣ, ଦିନକରେ ଟୀକା ନେଇଛନ୍ତି ୪୪ ଲକ୍ଷ

-ଦକ୍ଷିଣ ଫିଲିପାଇନ୍ସରେ ସେନା ବିମାନ ଦୁର୍ଘଟଣାଗ୍ରସ୍ତ: ୧୭ ମୃତ, ୪୦ ଉଦ୍ଧାର

-ଦେଶରେ ୨୪ ଘଣ୍ଟାରେ ଆଉ ୪୩,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୫,୪୫,୪୩୩କୁ ବୃଦ୍ଧି

-ଦିନକରେ ଆଉ ୫୨,୨୯୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୬,୫୮,୦୭୮ ସୁସ୍ଥ

-୪,୮୫,୩୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

-୩୫,୧୨,୨୧,୩୦୬ ଟିକା ନେଇ ସାରିଛନ୍ତି

-ଆଉ ୯୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୦୨,୦୦୫

-ଆସନ୍ତା ୨୦୨୨-୨୩ରୁ ପୁରୀରେ ଉଡିବ ବିମାନ ; ସୂଚନା ଦେଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସବୁ ଠିକଠାକ ଚାଲିଲେ ପୁରୀରୁ ଉଡିବା ସମ୍ଭାବନା ଉଜ୍ଜ୍ୱଳ ବୋଲି କହିଲେ

-ବର୍ଷକ ଭିତରେ ୧୬୦ ମାଓବାଦୀଙ୍କ ମୃତ୍ୟୁ

-କେନ୍ଦ୍ରାପଡା : ସଉଦା କିଣି ଫେରୁଥିବା ବେଳେ ଭିନ୍ନକ୍ଷମଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଅଭିଯୋଗ ; ଜଣେ ଅଟକ

-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୬୫୨ ଏବଂ ସ୍ଥାନୀୟ ସଂକ୍ରମିତ ୧୨୧୮, କଟକ ଜିଲାରୁ ସର୍ବାଧିକ

-ରାଜ୍ୟରେ ମୋଟ କରୋନା ସଂକ୍ରମଣ ୯୨୨୮୯୬କୁ ବୃଦ୍ଧି

-ରାଜ୍ୟରେ କରୋନାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କର ପ୍ରାଣହାନି ; କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି

-କରୋନା ମହାମାରୀ ବିଫଳତା ପ୍ରତିବାଦରେ ୭ରୁ ୧୭ କଂଗ୍ରେସର ଆନ୍ଦୋଳନ ନିଷ୍ପତ୍ତି

-୧୨ରେ ଲଘୁଚାପ, ୧୩ରୁ ବର୍ଷା

-ରଥରେ ସେବାୟତଙ୍କୁ ସେଲ୍‌ଫି, ଭିଡିଓ ରେକର୍ଡିଂ ମନା

-ଘୋଷଯାତ୍ରା ନିଷ୍ପତ୍ତି, ବଡ଼ଦାଣ୍ଡ କୋଠାରେ ରହିବେନି ବାହାର ଲୋକ

-ସେବକ ଟାଣିବେ ରଥ, ଦକ୍ଷିଣମୋଡ଼ କରିବେ ପୁଲିସ

-ବ୍ରାଜିଲ-ପେରୁ ସେମିଫାଇନାଲ, କ୍ବାର୍ଟରରୁ ହାରି ବିଦାୟ ନେଲେ ଚିଲି ଓ ପାରାଗୁଏ

-୧୪ରେ ଟୋକିଓ ଯିବ ଭାରତୀୟ ଖେଳାଳିଙ୍କ ପ୍ରଥମ ଦଳ

-ଇସ୍ରାଏଲଠାରୁ ଡ୍ରୋନ ପ୍ରତିରୋଧୀ ବ୍ୟବସ୍ଥା କିଣିବ ଭାରତ

-ପୁଣି ରାଫେଲ ଭୂତ, ଫ୍ରାନ୍ସରେ ରାଜିନାମାର ବିଚାର ବିଭାଗୀୟ ତଦନ୍ତ

-ମହାକାଶ ଯାତ୍ରା କରିବେ ୮୨ବର୍ଷୀୟା ମ୍ୟାରୀ ୱାଲାସ୍। ସେ ଆମାଜିନ୍‌ର ମୁଖ୍ୟ ଜେଫ୍‌ ବେଜାସ୍‌ଙ୍କ ମହାକାଶ ଅଭିଯାନରେ ତାଙ୍କର ସାଥୀ ହେବେ ବୋଲି ଜଣାପଡ଼ିଛି

 

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories