www.samajalive.in
Friday, December 12, 2025
14.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୭୧୪୫ ନୂଆ ଆକ୍ରାନ୍ତ; ୮୭୦୬ ସୁସ୍ଥ ହେଲେ

ନୂଆଦିଲ୍ଲୀ: ଦେଶରେ ଦିନକ ମଧ୍ୟରେ ୭୧୪୫ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଦିନକ ମଧ୍ୟରେ ୮୭୦୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୩୮% ରହିଛି। ସେହିଭଳି ଦୈନିକ ସଂକ୍ରମଣ ହାର ୦.୫୭% ଓ ସାପ୍ତାହିକ ହାର ୦.୬୨% ରହିଛି। ଏପର୍ଯ୍ୟନ୍ତ ମୋଟ ୩,୪୧,୭୧,୪୭୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ଦେଶରେ ୮୪,୫୬୫ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି, ଯାହା ୫୬୯ ଦିନରେ ସବୁଠାରୁ କମ୍‍। ଶୁକ୍ରବାର ସଂଧ୍ୟା ସୁଦ୍ଧା ମୋଟ ୬୬.୨୮ କୋଟି ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ସେହି ସମୟ ସୁଦ୍ଧା ମୋଟ ୧୩୬.୬୬ କୋଟି ପାନ ଟିକା ଦିଆଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories