www.samajalive.in
Saturday, December 6, 2025
26.1 C
Bhubaneswar

ବାତ୍ୟା ‘ୟାସ’ ଆଶଙ୍କା – ୭୪ ଟ୍ରେନ୍ ବାତିଲ

ସମ୍ଭାବ୍ୟ ବାତ୍ୟା ୟାସକୁ ଦୃଷ୍ଟିରୁ ପୂର୍ବ ତଟ ରେଳବାଇ ୭୪ଟି ଦୂରଗାମୀ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ସେଗୁଡ଼ିକ ମଧ୍ୟରେ ଭୁବନେଶ୍ୱର-ମୁମ୍ୱାଇ କୋଣାର୍କ ଏକ୍ସପ୍ରେସ (ସ୍ପେଶାଲ), ଭୁବନେଶ୍ୱର-ହାଓ୍ୱଡା ଜନଶତାଦ୍ଦୀ ସ୍ପେଶାଲ, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ସ୍ପେଶାଲ, ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ସ୍ପେଶାଲ, ହାଓ୍ୱଡା-ପୁରୀ ସ୍ପେଶାଲ, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ସ୍ପେଶାଲ, ପୁରୀ-ଋଷିକେଶ କଳିଙ୍ଗ ଉତ୍କଳ ସ୍ପେଶାଲ ଓ ପୁରୀରୁ ଅହମ୍ମଦାବାଦ, ସୁରଟ ଏବଂ ଆଜମେରକୁ ଯାଉଥିବା ଟ୍ରେନ ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories