www.samajalive.in
Monday, December 8, 2025
24.1 C
Bhubaneswar

୭୫ ବିଜେପି ନେତା କରୋନା ସଂକ୍ରମିତ

ପାଟଣା: ବିହାରରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତଗତିରେ ବ୍ୟାପୁଥିବାବେଳେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏହି ମହାମାରୀ ପ୍ରବେଶ କରିଛି। ଏହି ଭୂତାଣୁରେ ରାଜ୍ୟ ବିଜେପି କାର୍ଯ୍ୟାଳୟର କିଛି କର୍ମଚାରୀଙ୍କ ସମେତ ୭୫ ବିଜେପି ନେତା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଗତ ସୋମବାର ୧୦୦ ବିଜେପି ନେତାଙ୍କ କରୋନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ରିପୋର୍ଟ ମଙ୍ଗଳବାର ପ୍ରକାଶ ପାଇଥିବାବେଳେ ସେଥିରୁ ୭୫ ଜଣଙ୍କର ରିପୋର୍ଟ ପଜିଟିଭ ଆସିଛି। ଏହା ପରେ ବିଜେପି କାର୍ଯ୍ୟାଳୟକୁ ସାନିଟାଇଜ କରାଯାଉଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories