www.samajalive.in
Sunday, December 7, 2025
18.1 C
Bhubaneswar

ଖୋର୍ଦ୍ଧାରେ ସର୍ବାଧିକ ୭୫ ମିମି ବର୍ଷା ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗତ ଶୁକ୍ରବାର ବର୍ଷା ଲାଗି ରହିଛି। ଆସନ୍ତା ରବିବାର ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଏଠାରେ ସର୍ବାଧିକ ୭୫ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେହିପରି ଜଗତସିଂହପୁରରେ ୬୧.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ, ପାରାଦୀପରେ ୬୧.୧ ମିମି, ଗୋପାଳପୁର ୫୮.୬, କଟକ ୩୩.୪, ଭୁବନେଶ୍ଵର ୫୧.୬, ପୁରୀ ୪୦.୫, ପାରଳାଖେମୁଣ୍ଡିରେ ୫୩, ଛତ୍ରପୁରରେ ୫୧.୮, ଭୁବନେଶ୍ଵରରେ ୫୧.୬ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। ସୋନପୁରରେ ସର୍ବନିମ୍ନ ୧.୬ ମିମି ବର୍ଷା ରେକର୍ଡ ହୋଇଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories