www.samajalive.in
Wednesday, December 10, 2025
23.1 C
Bhubaneswar

ସୁନାବେଡ଼ାରେ ୭୫% ମତଦାନ, ହେଲିକପ୍ଟରରେ ଫେରିଲେ ପୋଲିଂ ପାର୍ଟି

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟଦାନ ଜାରି ରହିଥିବାବେଳେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories