www.samajalive.in
Monday, December 8, 2025
27.1 C
Bhubaneswar

ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ୭୫ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ସେଣ୍ଟ୍ରାଲ ଆର୍ମଡ ପୁଲିସ ଫୋର୍ସ। ନିର୍ବାଚନ ପୂର୍ବରୁ ମୁତୟନ ହେବେ ୭୫ପ୍ଲାଟୁନ ଫୋର୍ସ। ପ୍ରଥମ ପର୍ଯ୍ୟାୟରେ ଶନିବାର ୧୫ପ୍ଲାଟୁନ ଫୋର୍ସ ପହଞ୍ଚିବେ। ଦ୍ୱିତୀୟ ପର୍ଯ୍ୟାୟରେ ୬୦ ପ୍ଲାଟୁନ ଫୋର୍ସ ପହଞ୍ଚିବା ନେଇ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସୂଚନା ଦେଇଛନ୍ତି। ଗଞ୍ଜାମ, ସମ୍ବଲପୁର, ଅନୁଗୁଳରେ ପ୍ରଥମ କସ୍ତ କରିବା ସମ୍ଭାବନା ରହିଛି। ପରିସ୍ଥିତି ଅନୁସାରେ ଫୋର୍ସ ଆହୁରି ବଢିପାରେ ବୋଲି ଏଡିଜି ସଞ୍ଜୟ କୁମାର କହିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories