www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୭୫୪ ନୂଆ କୋଭିଡ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୭୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୪୩୮ ଓ ସ୍ଥାନୀୟ ସଂକ୍ରମିତ ୩୧୬ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୦୮ ଜଣ ରହିଛନ୍ତି। ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୪୩, ବରଗଡ ୧, ଭଦ୍ରକ ୭, ବଲାଙ୍ଗିର ୪, ବଉଦ ୩ ଓ କଟକରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି। ଦେବଗଡ ଜିଲାରୁ ୯, ଢେଙ୍କାନାଳ ୯, ଗଞ୍ଜାମ ୪, ଜଗତସିଂହପୁର ୨୫, ଯାଜପୁର ୨୮, ଝାରସୁଗୁଡା ୧, କଳାହାଣ୍ଡିରୁ ୨ ଚିହ୍ନଟ ହୋଇଛନ୍ତି। ସେହିଭଳି କନ୍ଧମାଳରୁ ୧, କେନ୍ଦ୍ରାପଡା ୧୯, କେନ୍ଦୁଝର ୧୬, ଖୋର୍ଦ୍ଧାରୁ ୨୬୧ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ କୋରାପୁଟ ୬, ମାଲକାନଗିରି ୯, ମୟୁରଭଞ୍ଜ ୨୩, ନବରଙ୍ଗପୁର ୨, ନୂଆପଡା ୭, ପୁରୀରୁ ୨୮ ଚିହ୍ନଟ ହୋଇଛନ୍ତି। ରାଜ୍ୟର ରାୟଗଡା ଜିଲାରେ ୯, ସମ୍ବଲପୁର ୧୩, ସୁନ୍ଦରଗଡ ୨୬ ଓ ଷ୍ଟେଟପୁଲରୁ ୫୯ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ୬୬୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ଏବଂ ରାଜ୍ୟରେ ସଂପ୍ରତି ୭୨୪୧ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories