www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ୱର। ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଭୁବନେଶ୍ୱର ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି। ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି। ଆସନ୍ତୁ ଏହି ଧାରାକୁ ଅତୁଟ ରଖିବା, ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories