ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ୱର। ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଭୁବନେଶ୍ୱର ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି। ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି। ଆସନ୍ତୁ ଏହି ଧାରାକୁ ଅତୁଟ ରଖିବା, ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସ୍ବଚ୍ଛ, ସବୁଜ, … Continue reading ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed