ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ: ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଜୟଦେବ ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ବିଏମସି ପକ୍ଷରୁ ଫଟୋ ଚିତ୍ର ପ୍ରଦର୍ଶନୀ ଉଦଘାଟନ ହୋଇଛି। ଏହାସହିତ ସକାଳେ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟ ଶାସନ ସଚିବ। ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡ଼ିଶାର ରାଜଧାନୀ ହୋଇଥିଲା ମନ୍ଦିରମାଳିନୀ ଭୁବନେଶ୍ୱର। ସେବେଠାରୁ ପ୍ରତିବର୍ଷ ଆଜିର ଦିନକୁ ରାଜଧାନୀ ପ୍ରତିଷ୍ଠା ଦିବସ ଭାବେ ପାଳନ କରାଯାଉଛି। ୧୯୪୮ ଏପ୍ରିଲ … Continue reading ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ: ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନ