ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପର ଦ୍ବିତୀୟ ସେମିଫାଇନାଲ.. ଅଷ୍ଟ୍ରେଲିଆ ଆଗରେ ୨୧୩ ରନ୍ର ବିଜୟ ଲକ୍ଷ୍ୟ ରଖିଲା ଦକ୍ଷିଣ ଆଫ୍ରିକା.. ୪୯.୪ ଓଭରରେ ସମସ୍ତ ୱିକେଟ ହରାଇ ଦକ୍ଷିଣ ଆଫ୍ରିକା ୨୧୨ ରନ୍ ସଂଗ୍ରହ.. ଡେଭିଡ ମିଲରଙ୍କ ଶତକ..
ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ନିଷ୍ପତ୍ତି.. ଗର୍ଭଗୃହକୁ ମୋବାଇଲ ନେବା ଓ ଫଟୋ ଉଠାଇବା ମନା..
ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ଼ ‘ମିଧିଲି’.. ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା ସମ୍ଭାବନା..
ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଘୋଷଣା – ‘ନିଃସଙ୍ଗତା’ ଏବେ ପ୍ରମୁଖ ସ୍ୱାସ୍ଥ୍ୟ ସମସ୍ୟା..
ହାଇକୋର୍ଟରେ ବ୍ୟକ୍ତିଗତ ହାଜର ହୋଇ କ୍ଷମା ପ୍ରାର୍ଥନା କଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ.. ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ପାଇଁ ନିଯୁକ୍ତ ହେବେ ନିୟମିତ ନିର୍ଦ୍ଦେଶକ..
ହମାସର ରାଜନୈତିକ ମୁଖ୍ୟଙ୍କ ଘରେ ବୋମା ମାଡ଼ କଲା ଇସ୍ରାଏଲ..
ପଞ୍ଚମ ଦିନରେ ଟନେଲରେ ଫସିରହିଥିବା ୪୦ ଶ୍ରମିକଙ୍କ ଉଦ୍ଧାର ଲାଗି ଉଦ୍ୟମ ଜାରି..
ଯାଜପୁର : ଭିଜିଲାନ୍ସ ଜାଲରେ ଫସିଲେ କବିରପୁର ସ୍ଥିତ ପୁରୁଷୋତ୍ତମପୁର ହାଇସ୍କୁଲ କିରାଣି ମହେଶ୍ୱର ସାମଲ..



