www.samajalive.in
Saturday, December 13, 2025
15.1 C
Bhubaneswar

ସନ୍ଧ୍ୟା ୭ଟା ମୁଖ୍ୟ ଖବର

ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା.. ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ.. କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ..

ନବରଙ୍ଗପୁର ଜିଲାର କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ.. ତହସିଲଦାର ସୁବ୍ରତ ବେହେରାଙ୍କୁ ବଲାଙ୍ଗିର ଭିଜିଲାନ୍ସ କୋର୍ଟ ଶୁଣାଇଲେ ଦଣ୍ଡାଦେଶ.. ଲାଞ୍ଚ ମାମଲାରେ ୩ ବର୍ଷ ଜେଲ ଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନା..

- Advertisement -

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ.. ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ..

ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା.. ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା..

ସଂସଦ ଭିତରେ ଶିଡ଼ିରୁ ପଡ଼ି ବାଲେଶ୍ଵର ସାଂସଦ ପ୍ରତାପ ଷଡଙ୍ଗୀ ଆହତ.. ରାହୁଲ ଗାନ୍ଧୀ ଠେଲି ଦେଇଥିବା କହିଲେ ପ୍ରତାପ ଷଡଙ୍ଗୀ.. ଅପରପକ୍ଷେ ବିଜେପି ସାଂସଦ ମୋତେ ସଂସଦକୁ ପ୍ରବେଶ କରିବାକୁ ଅଟକାଇବାରୁ ଠେଲାପେଲା ହୋଇଥିଲା କହିଲେ ରାହୁଲ..

କର୍କଟ ରୋଗ ଦୂର ପାଇଁ ଟିକା ପ୍ରସ୍ତୁତ କରିଥିବା ଦାବି କଲା ରୁଷ.. ୨୦୨୫ରେ ବଜାରକୁ ଟିକା ଆସିବ ବୋଲି କହିଲା ରୁଷ ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ..

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories