www.samajalive.in
Wednesday, December 10, 2025
15.1 C
Bhubaneswar

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସପ୍ତମ ରାଉଣ୍ଡ ସୁଦ୍ଧା ୨୫ ହଜାର ୩୪୬ ଭୋଟ୍‌ରେ ଆଗୁଆ ରହିଛି। ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍ ମିଳିଛି। ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୦,୭୪୨ ଭୋଟ୍ ମିଳିଛି। ତୃତୀୟ ସ୍ଥାନରେ ଘାସିରାମଙ୍କୁ ୯, ୪୭୪ ଭୋଟ୍ ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories