www.samajalive.in
Monday, December 15, 2025
26.1 C
Bhubaneswar

୮ ମନ୍ତ୍ରୀଙ୍କୁ ନୂଆପଡା ଦାୟିତ୍ୱ ଦେଲା ବିଜେପି

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନ ପାଇଁ ୮ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛି ବିଜେପି । ବଞ୍ଜରୀ ଦାୟିତ୍ୱ ପାଇଁ ରବି ନାଏକ, ସୁନାଦେଇ ପାଇ ଗଣେଶ ରାମସିଂ ଖୁଣ୍ଟିଆ, ପାତାଳେଶ୍ୱର ପାଇଁ ଗୋକୁଳାନନ୍ଦ ମଲ୍ଲିକ, ଜୟଜଙ୍ଗା ପାଇଁ କୃଷ୍ଣ ଚନ୍ଦ୍ର ପାତ୍ର, କୋନାଭଇରା ପାଇଁ ବିଭୂତି ଭୂଷଣ ଜେନା, ଯୋଗେଶ୍ୱର ପାଇଁ ନିତ୍ୟାନନ୍ଦ ଗଣ୍ଡ, ନୂଆପଡା ଏନଏସି ପାଇଁ ମୁକେଶ ମହାଲିଙ୍ଗ, ଖରିଆର ରୋଡ୍‌ ଏନଏସି ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି ।

ନୂଆପଡା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ପରେ ତାଙ୍କୁ ବିଜୟ କରିବାକୁ ଦଳ ପୁରା ରଣନୀତି ପ୍ରସ୍ତୁତ କରିଛି । ମୁଖ୍ୟମନ୍ତ୍ରୀଙ୍କ ସହ ୪୦ଜଣଙ୍କୁ ପ୍ରଚାରକ ଦାୟିତ୍ୱ ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ଦୁଇ ଥର ନୂଆପଡା ଯାଇଥିବା ବେଳେ ଆଗକୁ ପ୍ରଚାର ପାଇ ଯାଇପାରନ୍ତି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories