www.samajalive.in
Monday, December 15, 2025
17.1 C
Bhubaneswar

୮ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଅଟକ

ଭଦ୍ରକ: ଭଦ୍ରକ ଜିଲା ଧୁଷୁରୀ ଥାନା ଅଞ୍ଚଳରେ ଜଣେ ୮ବର୍ଷର ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ସ୍କୁଲ ଯାଇଥିବାବେଳେ ଖେଳଛୁଟି ସମୟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଅପରାହ୍ନରେ ଖେଳଛୁଟି ସମୟରେ ଜଣେ ଯୁବକ ତାଙ୍କ ମୁହଁରେ ରୁମାଲ ବାନ୍ଧି ଅନ୍ୟତ୍ର ଉଠାଇ ନେଇଥିଲେ। ପରେ ସେଠାରେ ତାଙ୍କୁ ବଳାତ୍କାର କରିଥିଲେ। ଛାତ୍ରୀ ଜଣକ ଘରେ ସବୁକଥା ଜଣାଇବା ପରେ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ  ଆରମ୍ଭ କରିବା ସହିତ ଘଟଣାରେ ସମ୍ପୃକ୍ତ ସ୍ଥାନୀୟ ଜଣେ ଯୁବକକୁ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories