www.samajalive.in
Sunday, December 7, 2025
15.1 C
Bhubaneswar

ଓଡ଼ିଶାରେ ଆଉ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ବୟସ ବର୍ଗରେ ୧୦୬ ନୂଆ ସଂକ୍ରମିତ ରହିଛନ୍ତି। ଏଥିସହିତ ସଂଗରୋଧରୁ ୪୭୫ ଏବଂ ସ୍ଥାନୀୟ ସଂକ୍ରମିତ ୩୪୧ ଜଣ ରହିଛନ୍ତି। ଅନୁଗୁଳ ଜିଲାରେ ୧୩, ବାଲେଶ୍ୱର ୪୬, ବରଗଡ ୧୩, ଭଦ୍ରକ ୯ ଓ ବଲାଙ୍ଗିର ଜିଲାରେ ୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରେ ୧୧୬, ଦେବଗଡ ୧୩, ଢେଙ୍କାନାଳ ୧୯, ଜଗତସିଂହପୁର ୩୪, ଯାଜପୁର ୩୧ ଓ ଝାରସୁଗୁଡାରେ ୧, କଳାହାଣ୍ଡିରେ ୪ ଜଣ ଚିହ୍ନଟ ହୋଇଛନ୍ତି। କନ୍ଧମାଳରେ ୩, କେନ୍ଦୁଝରରେ ୧୬, ଖୋର୍ଦ୍ଧାରେ ୨୯୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। କୋରାପୁଟରେ ୫, ମାଲକାନଗିରି ୪, ମୟୁରଭଞ୍ଜ ୨୭, ନୟାଗଡ ୧୨, ନୂଆପଡା ୧, ପୁରୀ ୨୦ ଓ ରାୟଗଡାରେ ୧ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮, ସୁନ୍ଦରଗଡ ୧୬ ଓ ଷ୍ଟେଟପୁଲରୁ ୬୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିନକରେ ୭୬୪ ଜଣ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୮୨୭୧ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories