www.samajalive.in
Saturday, December 6, 2025
23.1 C
Bhubaneswar

୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ରାଜ୍ୟରେ ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଏହାସହିତ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ୧୧୩୧ଟି ମାମଲାରେ ବିଚାର ପ୍ରକ୍ରିୟା ଚାଲୁ ରହିଛି ବୋଲି ସେ ପ୍ରକାଶ କରିଛନ୍ତି। ବିଧାନସଭାରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ତର ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories