www.samajalive.in
Wednesday, December 10, 2025
16.1 C
Bhubaneswar

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି।

ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର ପ୍ରତି ଥିବା ଆସ୍ଥା ଓ ବିଶ୍ୱାସକୁ ପ୍ରଦର୍ଶିତ କରୁଛି। ବିପୁଳ ସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ପର୍ବକୁ ସଫଳ କରିଥିବା ସମସ୍ତ ମତଦାତାଙ୍କୁ ଅଶେଷ ଅଶେଷ ଧନ୍ୟବାଦ। ମତଦାତାଙ୍କ ମଧ୍ୟରେ ସଚେତନତା ବଢ଼ାଇବା ପାଇଁ ସମର୍ପିତ ମନୋଭାବ ଓ ନିଷ୍ଠାପର ଉଦ୍ୟମ ରଖିଥିବା ସମସ୍ତ ନିର୍ବାଚନ ଅଧିକାରୀ ଓ କର୍ମଚାରୀଙ୍କୁ ସାଧୁବାଦ ଜଣାଇଛନ୍ତି ସିଇଓ।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories