www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୪୯ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ ୧୩୦ ଜଣ ସଂକ୍ରମିତ ହୋଇଛନ୍ତି। ଏଥିସହିତ ସଂଗରୋଧରୁ ୪୯୨ ଓ ସ୍ଥାନୀୟ ସଂକ୍ରମିତ ୩୫୭ ଜଣଙ୍କୁ ଚିହ୍ନଟ କରାଯାଇଛି। ଅନୁଗୁଳ ଜିଲାରୁ ୧୯, ବାଲେଶ୍ୱର ୪୮, ବରଗଡ ୧୫, ଭଦ୍ରକ ୯, ବଉଦ ୧ ଏବଂ କଟକ ଜିଲାରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଦେବଗଡରୁ ୯, ଢେଙ୍କାନାଳ ୧୪, ଗଜପତି ୧, ଗଞ୍ଜାମ ୬, ଜଗତସିଂହପୁର ୪୨ ଏବଂ ଯାଜପୁରରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଝାରସୁଗୁଡାରୁ ୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୪, କେନ୍ଦୁଝର ୮ ଏବଂ ଖୋର୍ଦ୍ଧା ଜିଲାରୁ ୩୧୩ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରୁ ୫, ମାଲକାନଗିରି ୨, ମୟୁରଭଞ୍ଜ ୨୬, ନୟାଗଡ ୧୯, ନୂଆପଡା ୧, ପୁରୀ ୨୨, ରାୟଗଡା ୨, ସମ୍ବଲପୁର ୨୦, ସୋନପୁର ୧, ସୁନ୍ଦରଗଡ ୧୫ ଓ ଷ୍ଟେଟପୁଲରୁ ୬୫ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ରାଜ୍ୟରେ ୭୨୧ ଜଣ କରୋନାରୁ ସୁସ୍ଥ ହୋଇଥିବାବେଳେ ୮୨୮୮ ଜଣ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories