www.samajalive.in
Thursday, December 11, 2025
15.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୮୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ୧୩୧ ଜଣ ରହିଛନ୍ତି। ଏଥିସହିତ ସଂଗରୋଧରୁ ୫୧୫ ଏବଂ ସ୍ଥାନୀୟ ସଂକ୍ରମିତ ୩୭୨ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟର ଅନୁଗୁଳ ଜିଲାରୁ ୨୭, ବାଲେଶ୍ୱର ୫୬, ବରଗଡ ୯, ଭଦ୍ରକ ୯, ବଉଦ ୧ ଓ କଟକ ଜିଲାରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧରେ ଦେବଗଡରୁ ୯, ଢେଙ୍କାନାଳ ୧୬, ଗଜପତି ୩, ଗଞ୍ଜାମ ୨, ଜଗତସିଂହପୁର ୩୭, ଯାଜପୁରରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡାରୁ ୫, କଳାହାଣ୍ଡି ୧, କନ୍ଧମାଳ ୨, କେନ୍ଦ୍ରାପଡା ୧୫, କେନ୍ଦୁଝର ୧୯ ଓ ଖୋର୍ଦ୍ଧାରୁ ୩୨୩ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରୁ ୪, ମାଲକାନଗିରି ୨, ମୟୁରଭଞ୍ଜ ୩୧, ନବରଙ୍ଗପୁର ୨, ନୟାଗଡରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ନୂଆପଡାରୁ ୩, ପୁରୀ ୩୯, ରାୟଗଡା ୨, ସମ୍ବଲପୁର ୨୧, ସୁନ୍ଦରଗଡ ୭ ଓ ଷ୍ଟେଟପୁଲରୁ ୬୯ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ କରୋନାରୁ ୧୦୩୫ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୮୨୨୬ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories