www.samajalive.in
Monday, December 8, 2025
27.1 C
Bhubaneswar

୮ ଘଣ୍ଟିଆ ସାଲେପୁର ବନ୍ଦ ପାଳନ

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ସାଲେପୁରରେ ବିଜେଡି ପକ୍ଷରୁ ଆଜି ୮ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସାଲେପୁରକୁ ଏନ.ଏସି ମାନ୍ୟତା ଦାବିରେ ବିଜେଡି ଏହି ବନ୍ଦ ଡାକରା ଦେଇଛି । ବନ୍ଦ ଯୋଗୁଁ ସହରରେ ଦୋକାନ ବଜାର , ଗାଡି ଚଳାଚଳ ବନ୍ଦ ରହିଛି । ଫଳରେ କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ବିଜେଡି ଅଭିଯୋଗ କରିଛି ଯେ ସରକାର ସାଲେପୁରକୁ ସାବତପୁଅ ଭାବି ଏନ୍‍.ଏସି ଘୋଷଣାରୁ ବାଦ ଦେଇଛନ୍ତି । ଏଥିପ୍ରତି ଦୃଷ୍ଟି ଦେଇ ଯଥାଶୀଘ୍ର ସାଲେପୁରକୁ ଏନ.ଏସି ଭାବେ ଘୋଷଣା କରିବାକୁ ଦାବି ଜୋର ହୋଇଛି ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories