www.samajalive.in
Wednesday, December 10, 2025
14.1 C
Bhubaneswar

୬ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗଣତି

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ଫଳାଫଳ ସହିତ ଆଜି ୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮ଟି ବିଧାନସଭା ଆସନର ଉପନିର୍ବାଚନର ଫଳାଫଳ ମଧ୍ୟ ଘୋଷଣା କରାଯିବ । ଏହି ସବୁ ସ୍ଥାନରେ ଭୋଟ ଗଣତି ଆରମ୍ଭ ହୋଇଛି ।

ଏହି ରାଜ୍ୟ ଗୁଡିକ ମଧ୍ୟରେ ଜମ୍ମୁ ଏବଂ କାଶ୍ମୀର, ରାଜସ୍ଥାନ, ଝାଡଖଣ୍ଡ, ତେଲେଙ୍ଗାନା, ପଞ୍ଜାବ, ମିଜୋରାମ ଏବଂ ଓଡ଼ିଶାର ଗୋଟିଏ ସ୍ଥାନରେ ଖାଲି ପଡିଥିବା ଆସନରେ ଉପନିର୍ବାଚନ ହୋଇଥିଲା ।

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories